Acts 21:14 — Compare Translations

7 translations compared side by side

Odia - 1840
"ସେ ଆମ୍ଭ କଥା ରେ ପ୍ରଭାବିତ ନ ହବୋରୁ ଆମ୍ଭମାନେେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନ ମାନିବାରୁ ଆମ୍ଭେମାନେ କ୍ଷା; ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ତାଙ୍କୁ ବୁଝାଇ ନ ପାରି ସେଥିରୁ ବିରତ ହୋଇ କହିଲୁ, “ପ୍ରଭୁଙ୍କର ଇଚ୍ଛା ପୂର୍ଣ୍ଣ ହେଉ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭ କଥାରେ ପ୍ରଭାବିତ ନ ହେବାରୁ ଆମ୍ଭେମାନେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, “ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।
Odia IRV 2017 (ଓଡିଆ ବାଇବେଲ)
ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಒಪ್ಪಿನಸ್ತಾನಾ ಹೊತ್ತ್ಯಾ ಸಾಟ್ನಿ ಧನಿಯಾಚ್ಯಾ ಇಚ್ಚಾ ಸಾರ್ಕೆ ಹೊಂವ್ದಿ ಮನುನ್ ಗಪ್ಪ್ ರಾಲ್ಯಾಂವ್.