Acts 21:15 — Compare Translations

7 translations compared side by side

Odia - 1840
"ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ୟିରୂଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ଦିନ ଉତ୍ତାରେ ଆମ୍ଭେମାନେ ଜିନିଷପତ୍ର ଘେନି ଯିରୂଶାଲମକୁ ଯାତ୍ରା କଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ କିଛି ସମୟ ଅତିବାହିତ କରି ଆମେ ଆମର ଜିନିଷପତ୍ର ସଜାଡ଼ି ଯିରୂଶାଲମ ଅଭିମୁଖେ ଯାତ୍ରା କଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ଯିରୁଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମ ସହରକୁ ଯାତ୍ରା କଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମକୁ ଯାତ୍ରା କଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ದಿಸಾ ಕಳದಲ್ಲ್ಯಾ ಮಾನಾ ಅಮಿ ತಯಾರ್ ಹೊವ್ನ್ ಜೆರುಜಲೆಮಾಕ್ ಗೆಲ್ಯಾಂವ್.