Acts 21:16 — Compare Translations
7 translations compared side by side
Odia - 1840
"କାଇସରୀଆ ରେ ଥିବା ଯୀଶୁଙ୍କ କେତକେ ଶିଷ୍ଯ ଆମ୍ଭ ସହିତ ଆସିଲେ। ସମାନେେ ଆମ୍ଭକୁ କୁପ୍ର ଉପଦ୍ବୀପର ମନାସୋନ (ୟିଏ କି ଯୀଶୁଙ୍କ ପ୍ରଥମ ଶିଷ୍ଯମାନଙ୍କ ମଧିଅରେ ଜଣେ) ନାମକ ଜଣେ ଶିଷ୍ଯଙ୍କ ଘରକୁ ନଇଗେଲେ। ସଠାେରେ ଆମ୍ଭେ ରାତି କଟାଇବା କଥା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କାଇସରିଆରୁ କେତେକ ଜଣ ଶିଷ୍ୟ ମଧ୍ୟ ଆମ୍ଭମାନଙ୍କ ସାଙ୍ଗରେ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ଆଦିମ ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସିସେରିଆର କେତେ ଜଣ ଶିଷ୍ୟ ଓ ସାଇପ୍ରସ୍ର ମନାସୋନ ନାମକ ଜଣେ ବିଶ୍ୱାସୀ ମଧ୍ୟ ଆମ ସଙ୍ଗରେ ଗଲେ। ମନାସୋନଙ୍କ ଘରେ ଆମ ରହିବାର ବ୍ୟବସ୍ଥା ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
କାଇସରୀଆରେ ଥିବା ଯୀଶୁଙ୍କ କେତେକ ଶିଷ୍ୟ ଆମ୍ଭ ସହିତ ଆସିଲେ। ସେମାନେ ଆମ୍ଭକୁ କୁପ୍ର ଉପଦ୍ୱୀପର ମନାସୋନ (ଯିଏ କି ଯୀଶୁଙ୍କ ପ୍ରଥମ ଶିଷ୍ୟମାନଙ୍କ ମଧ୍ୟରେ ଜଣେ) ନାମକ ଜଣେ ଶିଷ୍ୟଙ୍କ ଘରକୁ ନେଇଗଲେ। ସେଠାରେ ଆମ୍ଭେ ରାତି କଟାଇବା କଥା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೆಜಾರಾಕ್ನಾ ಉಲ್ಲಿ ಶಿಸಾಲೊಕಾ ಅಮ್ಚ್ಯಾ ವಾಂಗ್ಡಾ ಯೆವ್ನ್ ಅಮಿ ಜಾವ್ನ್ ರ್ಹಾತಲ್ಯಾ ಘರಾಪತರ್ ಅಮ್ಕಾ ಪಾವಸ್ಲ್ಯಾನಿ, ತ್ಯಾ ಘರಾತ್ಲೊ ಮಾನುಸ್ ಅದ್ದಿಚ್ಯಾ ಶಿಸಾತ್ನಿ ಎಕ್ಲೊ ಹೊವ್ನ್ ಹೊತ್ತೊ ಸೈಪುಸಾತ್ಲೊ ಮಾನುಸ್ ಮನ್ತಲೊ.