Acts 21:17 — Compare Translations
7 translations compared side by side
Odia - 1840
"ଆମ୍ଭମାନେେ ୟିରୂଶାଲମ ରେ ପହଞ୍ଚିବା ମାତ୍ ରେ ଆମ୍ଭକୁ ଭାଇମାନେ ଖୁସି ରେ ସ୍ବାଗତ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯିରୂଶାଲମରେ ପହଞ୍ଚନ୍ତେ, ଭାଇମାନେ ଆମ୍ଭମାନଙ୍କୁ ଆନନ୍ଦରେ ଗ୍ରହଣ କଲେ
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମରେ ବିଶ୍ୱାସୀମାନେ ଆଗ୍ରହର ସହ ଆମକୁ ସ୍ୱାଗତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଯାକୁବଙ୍କ ସହିତ ମିଳନ ଆମ୍ଭେମାନେ ଯିରୁଶାଲମରେ ପହଞ୍ଚିବା ମାତ୍ରେ ଆମ୍ଭକୁ ଭାଇମାନେ ଖୁସୀରେ ସ୍ୱାଗତ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯିରୂଶାଲମ ସହରରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ବିଶ୍ୱାସୀ ଭାଇମାନେ ଆନନ୍ଦରେ ଗ୍ରହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯିରୂଶାଲମରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ଭାଇମାନେ ଆନନ୍ଦରେ ଗ୍ରହଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಜೆರುಜಲೆಮಾಕ್ ಯೆಲ್ಲ್ಯಾ ತನ್ನಾ ವಿಶ್ವಾಸಿ ಲೊಕಾನಿ ಅಮ್ಕಾ ಉಮ್ಮೆದಿನ್ ಸ್ವಾಗತ್ ಕರ್ಲ್ಯಾನಿ.