Acts 21:18 — Compare Translations
7 translations compared side by side
Odia - 1840
"ତା' ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗ ରେ ଯାକୁବଙ୍କୁ ଭଟେିବାକୁ ଗଲେ। ସବୁ ପ୍ରାଚ଼ୀନ ଲୋକମାନେ ସମସ୍ତେ ସଠାେରେ ଉପସ୍ଥିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସମସ୍ତ ପ୍ରାଚୀନ ସେ ସ୍ଥାନରେ ଉପସ୍ଥିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତହିଁ ଆରଦିନ ପାଉଲ ଆମ ସହିତ ଯାକୁବଙ୍କୁ ଦେଖିବା ପାଇଁ ଗଲେ; ମଣ୍ଡଳୀର ସମସ୍ତ ନେତା ସେଠାରେ ଉପସ୍ଥିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗରେ ଯାକୁବଙ୍କୁ ଭେଟିବାକୁ ଗଲେ। ସବୁ ପ୍ରାଚୀନ ଲୋକମାନେ ସମସ୍ତେ ସେଠାରେ ଉପସ୍ଥିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂದಿಸಿ ಪಾವ್ಲುನ್ ಅಮ್ಕಾ ಬಲ್ವುನ್ ಘೆವ್ನ್ ಜಾಕೊಬಾಕ್ ಭೆಟುಕ್ ನ್ಹೆಲ್ಯಾನ್, ತನ್ನಾ ಮುಖಂಡಾ ಸಗ್ಳಿ ಥೈ ಮಿಳುನ್ ಯೆಲ್ಲಿ ಹೊತ್ತಿ.