Acts 21:19 — Compare Translations
7 translations compared side by side
Odia - 1840
"ପାଉଲ ସମାନଙ୍କେୁ ଅଭିନନ୍ଦନ ଜଣାଇଲେ। ପରମେଶ୍ବର ତାହାଙ୍କ ସବୋକାର୍ୟ୍ଯ ମାଧ୍ଯମ ରେ ଅଣଯିହୂଦୀମାନଙ୍କ ମଧିଅରେ ଯେଉଁ ସବୁ କାର୍ୟ୍ଯ କରିଛନ୍ତି, ସେସବୁ ସେ ସମାନଙ୍କେୁ ଗୋଟି ଗୋଟି କରି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ଵର ତାଙ୍କ ସେବା ଦ୍ଵାରା ବିଜାତିମାନଙ୍କ ମଧ୍ୟରେ ଯେଉଁ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ସେହିସବୁ ଗୋଟି ଗୋଟି କରି ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ସେମାନଙ୍କୁ ଅଭିବାଦନ ଜଣାଇ ତାଙ୍କ କାର୍ଯ୍ୟ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କ ମଧ୍ୟରେ ଯାହା କରିଥିଲେ; ତା’ର ଏକ ସଂପୂର୍ଣ୍ଣ ବିବରଣୀ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ସେମାନଙ୍କୁ ଅଭିନନ୍ଦନ ଜଣାଇଲେ। ପରମେଶ୍ୱର ତାହାଙ୍କ ସେବାକାର୍ଯ୍ୟ ମାଧ୍ୟମରେ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁସବୁ କାର୍ଯ୍ୟ କରିଛନ୍ତି, ସେସବୁ ସେ ସେମାନଙ୍କୁ ଗୋଟି ଗୋଟି କରି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ತೆಂಕಾ ನಮಸ್ಕಾರ್ ಕರುನ್ಗೆತ್, ದೆವಾನ್ ಕರಲಿ ಸಗ್ಳಿ ಕಾಮಾಬಿ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಲೊಕಾಂಚ್ಯಾ ಮದ್ದಿ ಸಾಂಗುನ್ಗೆಟ್ಲ್ಯಾನ್.