Acts 21:20 — Compare Translations

7 translations compared side by side

Odia - 1840
"ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହା ଶୁଣି ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, ପୁଣି ତାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ଵାସୀ ଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେସମସ୍ତେ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ କଥା ଶୁଣିବା ପରେ ସେମାନେ ସମସ୍ତେ ଈଶ୍ୱରଙ୍କ ପ୍ରଂଶସା କଲେ। ତା’ପରେ ସେମାନେ କହିଲେ, “ଭାଇ ପାଉଲ, ଆପଣ ଦେଖୁଛନ୍ତି, କିପରି ଏବେ ହଜାର ହଜାର ସଂଖ୍ୟାରେ ଇହୁଦୀମାନେ ପ୍ରଭୁଯୀଶୁଙ୍କଠାରେ ବିଶ୍ୱାସ କରୁଛନ୍ତି ଏବଂ ସେମାନେ ବ୍ୟବସ୍ଥା ପ୍ରତି ମଧ୍ୟ ବିଶ୍ୱସ୍ତ ରହିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହା ଶୁଣି ପରମେଶ୍ୱରଙ୍କର ପ୍ରଶଂସା କଲେ। ସେମାନେ ପାଉଲଙ୍କୁ କହିଲେ, “ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ୱାସୀ ହୋଇ ଅଛନ୍ତି। କିନ୍ତୁ ସେମାନେ ମନେ କରନ୍ତି ଯେ, ବ୍ୟବସ୍ଥା ପାଳନ କରିବା ଅଧିକ ମହତ୍ତ୍ୱପୂର୍ଣ୍ଣ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‌ଯୋଗୀ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‍ଯୋଗୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಹೆ ಆಯಿಕ್ಲ್ಯಾನಿ ದೆವಾಕ್ ಸ್ತುತಿ ಕರ್‍ಲ್ಯಾನಿ, ಅನಿ ತೆನಿ ಪಾವ್ಲುಕ್ ಭಾವಾ, ಹಜಾರ್ಘಟ್ಲಿ ಜುದೆವಾಂಚಿ ಲೊಕಾ ವಿಶ್ವಾಸಿ ಹೊವ್ನ್ ಬದಲಲ್ಲೆ ತಿಯಾ ಬಗುಕ್ ಲಾಗ್ಲೈಯ್, ಅನಿ ಖಾಯ್ದ್ಯಾಂಚೆ ಪುಸ್ತಕ್ ದೆವಸ್ಪಾನ್ ವಾಚುಲ್ಲಾತ್.