Acts 21:23 — Compare Translations

7 translations compared side by side

Odia - 1840
"ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖ ରେ ପରମେଶ୍ବରଙ୍କ ଠା ରେ ମାନତ କରିଥିବାର ଚ଼ାରି ଜଣ ଲୋକ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆମ୍ଭେମାନେ ତୁମ୍ଭକୁ ଯାହା କହୁଅଛୁ, ତାହା କର । ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ଘେନିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଚାହୁଁଛୁ, ଆପଣ ଗୋଟିଏ କାମ କରନ୍ତୁ। ଏଠାରେ ଥିବା ଚାରିଜଣ ଲୋକ ଗୋଟିଏ ବ୍ରତ ଗ୍ରହଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖରେ ପରମେଶ୍ୱରଙ୍କଠାରେ ମାନତ କରିଥିବାର ଗ୍ଭରି ଜଣ ଲୋକ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର । ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ ಅತ್ತಾ ತಿಯಾ ಕಾಯ್ ಕರುಚೆ ಮನುನ್ ಅಮಿ ತುಕಾ ಸಾಂಗ್ತಾವ್ ಅಮ್ಚ್ಯಾ ಲೊಕಾತ್ನಿ ಚಾರ್ ಜನಾನಿ ದೆವಾಕ್ಡೆ ಆನ್ ಕರುನ್ಗೆಟ್ಲ್ಯಾತ್.