Acts 21:26 — Compare Translations
7 translations compared side by side
Odia - 1840
"ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ ସେହି ଲୋକମାନଙ୍କୁ ଘେନି ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି ସେମାନଙ୍କ ପ୍ରତ୍ୟେକର ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ପରଦିନ ପାଉଲ ଉକ୍ତ ଚାରି ଜଣଙ୍କ ସହିତ ଶୁଚିକରଣ ବିଧି ପାଳନ କଲେ। ତା’ପରେ ସେ ମନ୍ଦିରକୁ ଯାଇ ଶୁଚିକରଣ କାର୍ଯ୍ୟ କେବେ ସଂପୂର୍ଣ୍ଣ ହେବ ଏବଂ କେଉଁ ସମୟରେ ବଳିଦାନ ଉତ୍ସର୍ଗ କରାଯିବ, ତାହା ଜଣାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କୁ ଗିରଫ କରାଗଲା ତେଣୁ ପାଉଲ ତହିଁ ଆରଦିନ ସେହି ଗ୍ଭରି ଜଣ ଲୋକଙ୍କୁ ସାଙ୍ଗରେ ନେଇ ଆପଣାକୁ ଶୁଚି କଲେ। ତା’ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିୟା ସମାରୋହର ଦିନ ପୁରି ଯିବ ଓ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କ ପାଇଁ ଦାନ ଦିଆଯିବ, ସେହି ବିଷୟରେ ଘୋଷଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಾವ್ಲುನ್ ತ್ಯಾ ಚಾರ್ ಜನಾಕ್ನಿ ಅಪ್ನಾಂಚ್ಯಾ ವಾಂಗ್ಡಾ ಬಲ್ವುನ್ ಘೆವ್ನ್ ಗೆಲ್ಯಾನ್, ದುಸ್ರೆ ದಿಸಿ ಪಾವ್ಲುನ್ ಶುದ್ಧಾಚಾರಾಚ್ಯಾ ವ್ರತಾತ್ ಭಾಗ್ ಘೆಟ್ಲ್ಯಾನ್, ಮಾನಾಸರ್ ತೆನಿ ದೆವಾಚ್ಯಾ ಗುಡಿಕ್ ಜಾವ್ನ್ ಶುದ್ದಾಚಾರಾಚಿ ನೆಮಾ ಸಗ್ಳಿ ಸಾರ್ತಲೆ ದಿಸಾ ಪರ್ಗಟ್ ಕರ್ಲ್ಯಾನ್, ಆಕ್ರಿಚ್ಯಾ ದಿಸಾತ್ನಿ ಹರ್ ಎಕ್ಲೊ ಮಾನುಸ್ ಬಲಿ ದಿತಲ್ಲೆ ಹೊತ್ತೆ.