Acts 21:27 — Compare Translations
7 translations compared side by side
Odia - 1840
"ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୋଇ ଆସିଲେ ଆସିଆର ଯିହୁଦୀମାନେ ମନ୍ଦିରରେ ତାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି ତାଙ୍କୁ ଧରି ଚିତ୍କାର କରି କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁଚିକରଣ କାର୍ଯ୍ୟର ସାତ ଦିନ ସମାପ୍ତ ହେବା ସମୟରେ ଏସିଆ ପ୍ରଦେଶର କେତେକ ଇହୁଦୀ ମନ୍ଦିରରେ ପାଉଲଙ୍କୁ ଦେଖିଲେ। ସେମାନେ ସେଠାରେ ସମବେତ ହୋଇଥିବା ଜନତାକୁ ମତାଇ ପାଉଲଙ୍କୁ ଧରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଦିନ ପୁରି ଯିବା ଦିନ ଏସିଆର କେତେକ ଯିହୂଦୀମାନେ ତାହାଙ୍କୁ ମନ୍ଦିରରେ ଦେଖିଲେ। ସେମାନେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧରେ ଉତ୍ତେଜିତ କଲେ ଓ ତାହାଙ୍କୁ ଧରି ପକେଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଏସିଆର ଯିହୁଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಸಾತ್ ದಿಸಾ ಸರ್ತಲ್ಯಾ ಯೆಳಾರ್ ಹೊತ್ತಿ, ಖರೆ ಎಶ್ಯಾಕ್ನಾ ಯೆಲ್ಲಿ ಜುದೆವಾಂಚಿ ಲೊಕಾನಿ ಪಾವ್ಲುಕ್ ಗುಡಿತ್ ಬಗುನ್ ತೆಂಕಾ ಪಗ್ಳುನ್ ಧುರ್ ಕರುನ್ ತೆಕಾ ಧರುನ್ ಘೆವ್ನ್ ಗೆಲ್ಯಾನಿ.