Acts 21:3 — Compare Translations

7 translations compared side by side

Odia - 1840
"ଆମ୍ଭେ ଯାଇ କୁପ୍ର ଉପଦ୍ବୀପ ପାଖ ରେ ପହଞ୍ଚି ତାର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗର ରେ ଓହ୍ଲଇେଲୁ, କାରଣ ସଠାେରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ କୁପ୍ର ଦୃଷ୍ଟିଗୋଚର ହୁଅନ୍ତେ ତାହା ବାମ ପାଖରେ ଛାଡ଼ି ଆମ୍ଭେମାନେ ସୁରିଆକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସାଇପ୍ରସ୍ ଦେଖାଯାଉଥିବା ଗୋଟିଏ ସ୍ଥାନରେ ପହଞ୍ଚିଲୁ। ସେଠାରୁ ତାହାର ଦକ୍ଷିଣ ଦିଗ ଦେଇ ଆମେ ସିରିଆକୁ ଗଲୁ। ଆମ୍ଭେମାନେ ଟାୟର୍ରେ ଜାହାଜରୁ ଓହ୍ଲାଇଲୁ, କାରଣ ଏହି ଜାହାଜରୁ ମାଲ୍ପତ୍ର ଖଲାସ ହେବାର ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା’ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಸೈಪ್ರಸ್ ದ್ವಿಪಾಕ್ ಬಗುನ್ ಢಾವ್ಯಾಭಾಜುಕ್ ಸೊಡುನ್ ಸಿರಿಯಾ ದೆಶ್ಯಾಕ್ಡೆ ಜಾವ್ನ್, ತಿರ್ ಶಾರಾತ್ ಢೊನ್ ಇಬೆಕರ್ಲ್ಯಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್, ಥೈ ಢೊನಾತ್ನಾ ಸಾಮಾನ್ ಉತರ್ತಲೆ ಹೊತ್ತೆ.