Acts 21:31 — Compare Translations
7 translations compared side by side
Odia - 1840
"ଲୋକମାନେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିବା ସମୟରେ ରୋମୀୟ ସନୋପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ୟିରୂଶାଲମ ରେ ଉତ୍ତଜେନା ଖଳେି ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତାଙ୍କୁ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ, ସମୁଦାୟ ଯିରୂଶାଲମ ଗଣ୍ତଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ଵାଦ ଆସିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉତ୍ତ୍ୟକ୍ତ ଜନତା ପାଉଲଙ୍କୁ ହତ୍ୟା କରିବା ପାଇଁ ଉଦ୍ୟମ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିବା ସମୟରେ ରୋମୀୟ ସେନାପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ଯିରୁଶାଲମରେ ଉତ୍ତେଜନା ଖେଳି ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪಾವ್ಲುಕ್ ಜಿವ್ ಕಾಡುಚೆ ಮನುನ್ ಕಟ್ಪಟ್ ಕರಿತ್ ರಾತಾನಾ ಸಗ್ಳ್ಯಾ ಶಾರಾತ್ ಗದ್ದಲ್ ಉಟ್ಲೊ ಮನ್ತಲಿ ಖಬರ್ ಜೆರುಜಲೆಮಾತ್ಲ್ಯಾ ರೊಮ್ ಸೆನಾಧಿಪತಿಕ್ ಗೊತ್ತ್ ಹೊಲೆ.