Acts 21:34 — Compare Translations

7 translations compared side by side

Odia - 1840
"ଲୋକ ଗହଳି ଭିତରୁ ଲୋକେ ଚ଼ିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସନୋପତି ଏପରି କୋଳାହଳ ଦେଖି କାହାର କଥା ସତ୍ଯ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ଯ ନିବାସକୁ ନଇେ ୟିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପେଛ ପେଛ ଚ଼ିତ୍କାର କରି ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଲୋକସମୂହ ମଧ୍ୟରୁ କେହି କେହି ଏକଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ । ଆଉ, ସେ ଗଣ୍ତଗୋଳର କାରଣ ନିଶ୍ଚୟ ରୂପେ କିଛି ଜାଣି ନ ପାରିବାରୁ ତାଙ୍କୁ ଗଡ଼କୁ ଘେନିଯିବା ନିମନ୍ତେ ଆଦେଶ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଗହଳି ମଧ୍ୟରୁ କିଏ କେତେ ପ୍ରକାର କଥା କହି ଚିକ୍ରାର କଲେ। ଏପରି ବିଶୃଙ୍ଖଳା ହେଲା ଯେ, ସୈନ୍ୟାଧ୍ୟକ୍ଷ ପ୍ରକୃତ ଘଟଣା କଅଣ, କିଛି ବୁଝିପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ଦୁର୍ଗ ଭିତରକୁ ନେଇ ଯିବା ପାଇଁ ସୈନିକମାନଙ୍କୁ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକ ଗହଳି ଭିତରୁ ଲୋକେ ଚିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସେନାପତି ଏପରି କୋଳାହଳ ଦେଖି କାହାର କଥା ସତ୍ୟ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ୟ ନିବାସକୁ ନେଇ ଯିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପଛେ ପଛେ ଚିତ୍କାର କରି ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏ କଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାହାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏକଥା, କେହି କେହି ସେ କଥା କହି ଚିତ୍କାର କରିବାକୁ ଲାଗିଲେ । ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈತ್ಲಿ ಉಲ್ಲಿ ಲೊಕಾ ಯೆವ್ನ್ ಎಕ್ ವಿಶಯಾತ್ ಬೊಬ್ ಮಾರುಕ್ಲಾಗಲಿ ಹುರಲ್ಲಿ ಲೊಕಾ, ಅನಿ ದುಸ್ರ್ಯಾ ವಿಶಯಾತ್ ಬೊಬ್ ಮಾರುಕ್ಲಾಗಲಿ, ಹ್ಯೊ ಗದ್ದಲ್ ಬೊಬ್ ಮಾರುಲಾಗಲ್ಯಾನ್ ಭರುನ್ ಹೊತ್ತ್ಯಾ ಸಾಟ್ನಿ ಕಾಯ್ ಚಲುಲ್ಲಾ ಮನ್ತಲೆ ಖರೆ ಕಳ್ವುನ್ಗೆವ್ಕ್ ಹೊವ್ಕ್ ನಾ, ತಸೆ ಹೊವ್ನ್, ಸೆನಾಧಿಪತಿನ್ ಪಾವ್ಲುಕ್ ಕೊಟೆತ್ ಘೆವ್ನ್ ಜಾವ್ಕ್ ಹುಕುಮ್ ದಿಲ್ಯಾನ್.