Acts 21:37 — Compare Translations

7 translations compared side by side

Odia - 1840
"ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ଘେନିଯିବା ନିମନ୍ତେ ଉଦ୍ୟତ ହେବା ସମୟରେ ସେ ସହସ୍ର-ସେନାପତିଙ୍କି କହିଲେ, ମୁଁ ଆପଣଙ୍କୁ କିଛି କହି ପାରେ କି? ସେଥିରେ ସେ କହିଲେ, ତୁମ୍ଭେ କି ଗ୍ରୀକ୍ ଜାଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ସୈନ୍ୟମାନେ ପାଉଲଙ୍କୁ ଦୁର୍ଗ ଭିତରକୁ ନେବା ସମୟରେ ସେ ସୈନ୍ୟାଧ୍ୟକ୍ଷଙ୍କୁ କହିଲେ: “ମୁଁ ଆପଣଙ୍କୁ କିଛଇ କହିପାରେ କି?” ସୈନ୍ୟାଧ୍ୟକ୍ଷ ପଚାରିଲେ, “ତୁମେ ତ ଗ୍ରୀକ୍ କହୁଛ।
Odia Bible ERV 2004 (ପବିତ୍ର ବାଇବଲ)
ସେନାନିବାସକୁ ନେବା ସମୟରେ ସେନାପତିଙ୍କୁ ପାଉଲ ପଗ୍ଭରିଲେ, “ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?” ସେନାପତି ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ରୀକ୍ ଭାଷା ଜାଣ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍‍ ଜାଣ?
Odia IRV 2017 (ଓଡିଆ ବାଇବେଲ)
ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍ ଜାଣ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾನಿ ಪಾವ್ಲುಕ್ ಸೈನಿಕಾಂಚ್ಯಾ ಕೊಟೆತ್ ಘೆವ್ನ್ ಜಾತಾನಾ ಪಾವ್ಲುನ್ ಸೆನಾಧಿಪತಿಕ್ ಎಕ್ ಗೊಸ್ಟ್ ಸಾಂಗುಕ್ ಮಾಕಾ ಅವಕಾಸ್ ಹಾಯ್ ಕಾಯ್? ಮನುನ್ ಇಚಾರ್‍ಲ್ಯಾನ್ ತನ್ನಾ ಸೆನಾಧಿಪತಿನ್ ಹೊ ತುಕಾ ಗ್ರಿಕ್ ಬಾಶ್ಯಾ ಗೊತ್ತ್ ಹಾಯ್ ಕಾಯ್?