Acts 21:38 — Compare Translations

7 translations compared side by side

Odia - 1840
"ତବେେ ତୁମ୍ଭେ କ'ଣ ସେ ମିଶରୀୟ ଲୋକ ନୁହଁ, ୟିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧ ରେ ବିଦ୍ରୋହ କରିଥିଲା ଓ ଚ଼ାରି ହଜାର ଆତଙ୍କବାଦୀଙ୍କୁ ନଇେ ମରୁଭୂମିକୁ ଚ଼ାଲିଯାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ଯେଉଁ ମିସରୀୟ ଲୋକ ଏଥିପୂର୍ବେ ବିଦ୍ରୋହ ଲଗାଇ ଚାରିହଜାର ଡକାଇତମାନଙ୍କୁ ପ୍ରାନ୍ତରକୁ ଘେନିଯାଇଥିଲା, ତୁମ୍ଭେ କି ସେହି ନୁହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ କିଛି ଦିନ ପୂର୍ବେ ମିସରରେ ଯେଉଁ ଲୋକ ବିପ୍ଳବ କରି ଚାରି ହଜାର ସଶସ୍ତ୍ର ସନ୍ତ୍ରାସବାଦୀଙ୍କୁ ନେଇ ମରୁଭୂମିରେ ପହଞ୍ଚିଥିଲା, ତୁମେ ତ ସେହି ଲୋକ ନୁହଁ!”
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ କ’ଣ ସେ ମିଶରୀୟ ଲୋକ ନୁହଁ, ଯିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲା ଓ ଗ୍ଭରି ହଜାର ଆତଙ୍କବାଦୀଙ୍କୁ ନେଇ ମରୁଭୂମିକୁ ଗ୍ଭଲିଯାଇଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?
Odia IRV 2017 (ଓଡିଆ ବାଇବେଲ)
ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್, ಮಿಯಾ ಚಿಂತಲ್ಲೊ ಮಾನುಸ್ ತಿಯಾ ನ್ಹಯ್ ಉಲ್ಲ್ಯಾ ಎಳಾಚ್ಯಾ ಅದ್ದಿ ಗದ್ದಲ್ ಉಟ್ವಲ್ಲೊ ಇಜಿಪ್ತಾತ್ಲೊ ಮಾನುಸ್ ತಿಯಾಚ್ ಮನುನ್ ಮಿಯಾ ಚಿಂತಲೊ ತ್ಯಾ ಮಾನ್ಸಾನ್ ತರಾಸ್ ದಿತಲ್ಯಾ ಚಾರ್ ಹಜಾರ್ ಚೊರಾಕ್ನಿ ಡಂಗ್ಳಿಕ್ ಬಲ್ವುನ್ ನ್ಹೆಲ್ಲೊ ತಿಯಾಚ್ ನ್ಹಯ್ ಕಾಯ್? ಮನುನ್ ಇಚಾರ್‍ಲ್ಯಾನ್.