Acts 21:39 — Compare Translations
7 translations compared side by side
Odia - 1840
"ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, ତାର୍ଷ ନଗରର ଲୋକ, କିଲିକିଆର ଗୋଟିଏ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଉତ୍ତର ଦେଲେ, “ସିଲିଷୀଆର ତାର୍ଷିସରେ ଜନ୍ମ ଗ୍ରହଣ କରିଥିବା ମୁଁ ଜଣେ ଇହୁଦୀ, ଏକ ପ୍ରଧାନ ନଗରର ନାଗରିକ। ଏହି ଲୋକମାନଙ୍କୁ ବୁଝାଇ କହିବା ପାଇଁ ଦୟା କରି ମୋତେ ଅନୁମତି ଦିଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ କହିଲେ, “ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଗ୍ଭହୁଁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୂଦୀ, ତାର୍ଷ ନଗରର ଲୋକ, କିଲିକିଆର ଏକ ଅସାମାନ୍ୟ ନଗରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಪಾವ್ಲುನ್ ಮಿಯಾ ಜುದೆವಾಂಚೊ ಸಿಲಿಸಿ ದೆಶಾಚ್ಯಾ ತಾರ್ಸಿಸಾತ್ ಉಪಾಜಲ್ಲೊ, ಮಿಯಾ ತ್ಯಾ ಶಾರಾಚೊ ಪ್ರಮುಖ್ ಮಾನುಸ್, ದಯಾ ಕರುನ್ ಲೊಕಾಂಚ್ಯಾ ವಾಂಗ್ಡಾ ಬೊಲುಕ್ ಅವಕಾಸ್ ಕರುನ್ ದಿವಾ ಮಟ್ಲ್ಯಾನ್.