Acts 21:40 — Compare Translations
7 translations compared side by side
Odia - 1840
"ପାଉଲ ସନୋପତିଙ୍କଠାରୁ ଅନୁମତି ପାଇ ପାହାଚ଼ ଉପରେ ଠିଆ ହାଇଗେଲେ। ସେ ଲୋକମାନଙ୍କୁ ହାତ ରେ ସଙ୍କତେ କରିବା ହତେୁ ସମସ୍ତେ ଅତି ଶାନ୍ତ ହାଇଗେଲେ। ତା'ପରେ ସେ ଏବ୍ରୀ ଭାଷା ରେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ଵାରା ସଙ୍କେତ କଲେ; ଆଉ, ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେନାପତି ତାଙ୍କୁ ଅନୁମତି ଦେବାରୁ ପାଉଲ ପାହାଚ ଉପରେ ଛିଡ଼ା ହୋଇ ଲୋକମାନଙ୍କୁ ନୀରବ ରହିବା ପାଇଁ ହାତଟେକି ସଙ୍କେତ ଦେଲେ। ସେମାନେ ନୀରବ ହେବା ପରେ ପାଉଲ ହିବ୍ରୁ ଭାଷାରେ କହିଲେ:
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ସେନାପତିଙ୍କଠାରୁ ଅନୁମତି ପାଇ ପାହାଚ ଉପରେ ଠିଆ ହୋଇଗଲେ। ସେ ଲୋକମାନଙ୍କୁ ହାତରେ ସଙ୍କେତ କରିବା ହେତୁ ସମସ୍ତେ ଅତି ଶାନ୍ତ ହୋଇଗଲେ। ତା’ପରେ ସେ ଏବ୍ରୀ ଭାଷାରେ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଙ୍କେତ କଲେ; ଆଉ ସମସ୍ତେ ନୀରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଅନୁମତି ଦେବାରୁ ପାଉଲ ସୋପାନରେ ଠିଆ ହୋଇ ଲୋକମାନଙ୍କୁ ହସ୍ତ ଦ୍ୱାରା ସଂକେତ କଲେ; ଆଉ ସମସ୍ତେ ନିରବ ହେଲା ଉତ୍ତାରେ ସେ ଏବ୍ରୀ ଭାଷାରେ ସେମାନଙ୍କୁ କହିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೆನಾಧಿಪತಿನ್ ತೆಕಾ ಅವಕಾಸ್ ದಿತಾನಾ ಪಾವ್ಲುನ್, ಪಾಯ್ರಿಯಾ ವೈನಿ ಇಬೆ ರ್ಹಾವ್ನ್; ಲೊಕಾಕ್ನಿ ಗಪ್ರಾವ್ಕ್ ಸಾಂಗುನ್, ಲೊಕಾ ಶಾಂತ್ ಹೊಲ್ಲ್ಯಾ ತನ್ನಾ, ಹಿಬ್ರು ಬಾಶೆನ್ ಬೊಲುಕ್ ಶುರು ಕರ್ಲ್ಯಾನ್.