Acts 21:5 — Compare Translations
7 translations compared side by side
Odia - 1840
"ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସାତ ଦିନ ରହିଲା ଉତ୍ତାରେ ଆମ୍ଭେମାନେ ପ୍ରସ୍ଥାନ କରି ଯାତ୍ରା କଲୁ, ପୁଣି ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ନଗରର ବାହାର ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଛାଡ଼ିବା ନିମନ୍ତେ ଆସିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନଙ୍କ ସହିତ ଏକ ସପ୍ତାହ ଅତିବାହିତ କରିବା ପରେ ଆମେ ସେମାନଙ୍କୁ ଛାଡ଼ି ନିଜ ବାଟରେ ଯାତ୍ରା କଲୁ। ଆମକୁ ବିଦାୟ ଦେବା ପାଇଁ ସେମାନେ ସମସ୍ତେ ନିଜ ସ୍ତ୍ରୀ ଓ ପିଲାମାନଙ୍କ ସହିତ ନଗର ବାହାରେ ଥିବା ସମୁଦ୍ରକୂଳ ପର୍ଯ୍ୟନ୍ତ ଆସିଲେ। ସେଠାରେ ଆମେ ସମସ୍ତେ ଆଣ୍ଠୋଇ ପଡ଼ି ପ୍ରାର୍ଥନା କଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ದಿಸಾ ಕಳದ್ಲ್ಯಾ ಮಾನಾ ಅಮಿ ಜಾತಾನಾ ಥೈತ್ಲಿ ಲೊಕಾ ಸಗ್ಳ್ಯಿ ಅಪ್ಲ್ಯಾ ಬಾಯ್ಕೊ ಪೊರಾಕ್ನಿಬಿ ವಾಂಗ್ಡಾ ಘೆವ್ನ್ ಅಮ್ಕಾ ಪಾವ್ಸುಕ್ ಶಾರಾಚ್ಯಾ ಭಾಯ್ರ್ ಯೆಲ್ಯಾನಿ ಅನಿ ಅಮಿ ಸಮುಂದರಾಚ್ಯಾ ದಂಡೆಕ್ ಡೊಗ್ಲಾ ಘಾಲುನ್ ಮಾಗ್ನೆ ಕರುನ್.