Acts 21:6 — Compare Translations

7 translations compared side by side

Odia - 1840
"ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନଇେ ଜାହାଜ ରେ ଚ଼ଢ଼ିଲୁ। ଶିଷ୍ଯମାନେ ନିଜ ନିଜ ଘରକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମୁଦ୍ରକୂଳରେ ଜାନୁପାତ କରି ଆମ୍ଭେମାନେ ପ୍ରାର୍ଥନା କଲୁ, ପୁଣି ପରସ୍ପରଠାରୁ ବିଦାୟ ଘେନିଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଆମେ ସେମାନଙ୍କୁ ବିଦାୟ ଜଣାଇ, ଜାହାଜରେ ପ୍ରବେଶ କଲୁ, ସେମାନେ ଘରକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮೆಕಾಕ್ ಜಾವ್ನ್ ಯೆತಾ ಮನುನ್ ಸಾಂಗುನ್ ಢೊನ್ ಚಡ್ಲಾಂವ್ ತೆನಿ ಅಪ್ಲ್ಯಾ ಘರಾಕ್ನಿ ಫಾಟಿ ಪರ್ತುನ್ ಗೆಲೆ.