Acts 21:7 — Compare Translations

7 translations compared side by side

Odia - 1840
"ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ ଯାତ୍ରା ଆରମ୍ଭ କଲୁ ଓ ପତଲମାଇ ରେ ପହଞ୍ଚିଲୁ। ସଠାେରେ ଭାଇମାନଙ୍କୁ ଅଭିନନ୍ଦନ ଜଣଇେ ସମାନଙ୍କେ ସହିତ ଗୋଟିଏ ଦିନ ରହିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସୋରରୁ ଜଳଯାତ୍ରା ଶେଷ କରି ପତଲମାଇରେ ପହଞ୍ଚିଲୁ ଓ ଭାଇମାନଙ୍କୁ ନମସ୍କାର କରି ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଟାୟର୍ରୁ ପାଲ ଟାଣି ଆମର ଯାତ୍ରାରେ ଅଗ୍ରସର ହୋଇ ଆମେ ତାଲମେଇରେ ପହଞ୍ଚିଲୁ, ସେଠାରେ ବିଶ୍ୱାସୀମାନଙ୍କୁ ଶୁଭେଚ୍ଛା ଜଣାଇ ତାଙ୍କ ସହିତ ଗୋଟିଏ ଦିନ ରହିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ତଲିମାଇ ପ୍ରଦେଶରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ।
Odia IRV 2017 (ଓଡିଆ ବାଇବେଲ)
ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ପତଲମାଇରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತುರ್ ಶಾರಾತ್ನಾ ಅಮ್ಚೆ ಪ್ರಯಾನ್ ಫಿಡೆ ಕರುನ್ ಪ್ತೊಲೊಮಾ ಮನ್ತಲೊ ಶಾರಾಕ್ ಗೆಲ್ಯಾಂವ್ ಥೈ ಹೊತ್ತ್ಯಾ ದೆವಾಚೆರ್ ವಿಶ್ವಾಸ್ ಥವಲ್ಲ್ಯಾ ಲೊಕಾಕ್ನಿ ವಂದನ್ ಕರುನ್ ಎಕ್ ದಿಸ್ ಥೈ ಹೊತ್ತ್ಯಾಂವ್.