Acts 22:1 — Compare Translations
7 translations compared side by side
Odia - 1840
"ପାଉଲ କହିଲେ, ଭାଇମାନେ ଓ ପିତାମାନେ, ଯେ ହତେୁ ମୁଁ ମାରେ ନିଜ ସପକ୍ଷ ରେ କଥା କହୁଛି, ତେଣୁ ଆପଣମାନେ ମାେ କଥା ଶୁଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭ୍ରାତୃ ଓ ପିତୃବୃନ୍ଦ, ମୁଁ ବର୍ତ୍ତମାନ ଆପଣ-ମାନଙ୍କ ନିକଟରେ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶ୍ରବଣ କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଭ୍ରାତୃ ଓ ପିତୃବୃନ୍ଦ, ଆପଣମାନଙ୍କ ସମ୍ମୁଖରେ ନିଜ ପକ୍ଷରୁ ମୁଁ ଯାହା କହୁଅଛି, ତାହା ଶୁଣନ୍ତୁ!”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କ ଭାଷଣ ପାଉଲ କହିଲେ, “ଭାଇମାନେ ଓ ପିତାମାନେ, ଯେହେତୁ ମୁଁ ମୋର ନିଜ ସପକ୍ଷରେ କଥା କହୁଛି, ତେଣୁ ଆପଣମାନେ ମୋ’ କଥା ଶୁଣନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್, ಮಾಜ್ಯಾ ವಿಶ್ವಾಸಾತ್ ಹೊತ್ತ್ಯಾ ಜುದೆವ್ ವಾಂಗ್ಡಿಯಾನು ಅನಿ ಬಾಬಾನು ಮಾಜ್ಯೊ ಪ್ರತಿವಾದ್ ಆಯ್ಕಾ! ಮಟ್ಲ್ಯಾನ್.