Acts 22:10 — Compare Translations

7 translations compared side by side

Odia - 1840
"ମୁଁ ପଚ଼ାରିଲି, 'ପ୍ରଭୁ ମୁଁ କଣ କରିବି?' ପ୍ରଭୁ ମାେତେ କହିଲେ, 'ଉଠ ଦମ୍ମସକେ ନଗରକୁ ଯାଅ।' ଯେଉଁସବୁ କାର୍ୟ୍ଯ ନିମନ୍ତେ ତୁମ୍ଭକୁ ମନୋନୀତ କରାଯାଇଛି, ତାହା ସଠାେରେ ତୁମ୍ଭକୁ କୁହାୟିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମୁଁ କହିଲି, ପ୍ରଭୋ, ମୁଁ କʼଣ କରିବି? ତେଣୁ ପ୍ରଭୁ ମୋତେ କହିଲେ, ଉଠ, ଦାମାସ୍କସ୍କୁ ଯାଅ, ଆଉ ଯେସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେସବୁ ତୁମ୍ଭକୁ ସେଠାରେ କୁହାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପଚାରିଲି, ‘ପ୍ରଭୁ, ମୁଁ କ’ଣ କରିବି?’ ପ୍ରଭୁ ମୋତେ କହିଲେ, ‘ଉଠ, ଦାମାସ୍କସ୍କୁ ଯାଅ, ଈଶ୍ୱର ତୁମ ପାଇଁ ଯେଉଁ କାର୍ଯ୍ୟ ନିରୂପଣ କରିଛନ୍ତି, ସେଠାରେ ତୁମକୁ ତାହା ଜଣାଇ ଦିଆଯିବ।’
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ପଗ୍ଭରିଲି, ‘ପ୍ରଭୁ ମୁଁ କ’ଣ କରିବି?’ ପ୍ରଭୁ ମୋତେ କହିଲେ, ‘ଉଠ ଦମ୍ମେସକ ନଗରକୁ ଯାଅ।’ ଯେଉଁସବୁ କାର୍ଯ୍ୟ ନିମନ୍ତେ ତୁମ୍ଭକୁ ମନୋନୀତ କରାଯାଇଛି, ତାହା ସେଠାରେ ତୁମ୍ଭକୁ କୁହାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମୁଁ କହିଲି, ପ୍ରଭୁ ମୁଁ କ'ଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, ଉଠ, ଦମ୍ମେସକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୁପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತನ್ನಾ ಧನಿಯಾ ಮಿಯಾ ಕಾಯ್ ಕರು?” ಮಟ್ಲೊ ಧನಿಯಾನ್ ಉಟುನ್ ದಮಸ್ಕಾ ಶಾರಾತ್ ಜಾ ಮಿಯಾ ಅದ್ದಿಚ್ ನೆಮ್ಸುನ್ ತುಕಾ ಥವಲ್ಲಿ ಸಗ್ಳಿ ಕಾಮಾ ತುಕಾ ಥೈ ಕಳ್ವುನ್ ಹೊತಾ ಮನುನ್ ಜವಾಬ್ ದಿಲ್ಲ್ಯಾನ್.