Acts 22:15 — Compare Translations

7 translations compared side by side

Odia - 1840
"କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖ ରେ ତାହାଙ୍କର ସାକ୍ଷୀ ହବେ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ନିକଟରେ ତାହାଙ୍କର ସାକ୍ଷୀ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତୁମେ ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କ ନିକଟରେ ପ୍ରକାଶ କରିବା ପାଇଁ ତୁମେ ତାଙ୍କର ସାକ୍ଷୀ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಬಗಲ್ಲಿ ಅನಿ ಆಯ್ಕಲ್ಲಿ ಸಂಗ್ತಿಯಾ ಸಗ್ಳಿ ಸಗ್ಳ್ಯಾ ಲೊಕಾಕ್ನಿ ಸಾಕ್ಷಿ ಹೊವ್ನ್ ರಾತೈಯ್.