Acts 22:17 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ୟିରୁଶାଲମକୁ ଫରେି ଆସିଲି। ସଠାେରେ ମନ୍ଦିର ରେ ଦିନେ ପ୍ରର୍ଥନା କଲା ବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ମୁଁ ଯିରୂଶାଲମକୁ ବାହୁଡ଼ିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ଯିରୂଶାଲମକୁ ଫେରିଯାଇ ସେଠାରେ ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ,
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ମୁଁ ଯିରୁଶାଲମକୁ ଫେରି ଆସିଲି। ସେଠାରେ ମନ୍ଦିରରେ ଦିନେ ପ୍ରାର୍ଥନା କଲାବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾಸರ್ ಮಿಯಾ ಜೆರುಜಲೆಮಾಕ್ ಪರ್ತುನ್ ಗೆಲೊ ದೆವಾಚ್ಯಾ ಗುಡಿಚ್ಯಾ ದಾರಾತ್ ಮಾಗ್ನಿ ಕರ್ತಾನಾ ಮಾಕಾ ಎಕ್ ದರ್ಶನ್ ಹೊಲೆ.