Acts 22:18 — Compare Translations
7 translations compared side by side
Odia - 1840
"ସହେି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମାେତେ କହିଲେ, 'ତୁମ୍ଭେ ସଙ୍ଗେ ସଙ୍ଗେ ୟିରୁଶାଲମ ଛାଡ଼ି ଦିଅ, କାରଣ ତୁମ୍ଭେ ମାେ ବିଷୟ ରେ ଯାହା କହିବ, ସମାନେେ ଗ୍ରହଣ କରିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ କହିଲେ, ବିଳମ୍ଵ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କର ଦର୍ଶନ ପାଇଲି। ସେ ମୋତେ କହିଲେ, ‘ଶୀଘ୍ର ଯିରୂଶାଲମ ପରିତ୍ୟାଗ କର, କାରଣ ଏଠାକାର ଲୋକମାନେ ମୋ’ ସମ୍ବନ୍ଧରେ ତୁମର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।’
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମୋତେ କହିଲେ, ‘ତୁମ୍ଭେ ସଙ୍ଗେ ସଙ୍ଗେ ଯିରୁଶାଲମ ଛାଡ଼ିଦିଅ, କାରଣ ତୁମ୍ଭେ ମୋ’ ବିଷୟରେ ଯାହା କହିବ, ସେମାନେ ଗ୍ରହଣ କରିବେ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಧನಿಯಾಕ್ ಬಗಟ್ಲೊ ತನ್ನಾ ಮಾಕಾ, ತಡೊ ಕರಿನಸ್ತಾನಾ ಜೆರುಜಲೆಮಾಕ್ ಜಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಹಿ ಲೊಕಾ ಮಾಜ್ಯಾ ವಿಶಯಾತ್ ತುಜಿ ಸಾಕ್ಷಿ ಒಪ್ಪುನ್ ಘೆಯ್ನ್ಯಾತ್ ಮಟ್ಲ್ಯಾನ್.