Acts 22:19 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରେତ୍ୟକକ ସମାଜଗୃହକୁ ଯାଇ ସଠାେରେ ତୁମ୍ଭକୁ ବିଶ୍ବାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ମୁଁ କହିଲି, ପ୍ରଭୋ, ମୁଁ ଯେ ଆପଣଙ୍କଠାରେ ବିଶ୍ଵାସୀମାନଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଉତ୍ତର ଦେଲି, ‘ପ୍ରଭୁ, ମୁଁ ସମାଜ ଗୃହମାନଙ୍କୁ ଯାଇ ଆପଣଙ୍କଠାରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ କିପରି ବନ୍ଦୀ କରିଥିଲି ଓ ପ୍ରହାର କରିଥିଲି, ଏହା ସେମାନେ ଭଲଭାବେ ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରତ୍ୟେକ ସମାଜଗୃହକୁ ଯାଇ ସେଠାରେ ତୁମ୍ଭକୁ ବିଶ୍ୱାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಿಯಾ, ಧನಿಯಾ, ದೆವಾಚ್ಯಾ ಲೊಕಾಕ್ನಿ ಬಂಧಿಖಾನ್ಯಾತ್ ಘಾಲುನ್ ಮಾರುಕ್ಲಾವಲ್ಲೊ ಮಿಯಾಚ್ ಮನುನ್ ಲೊಕಾಕ್ನಿ ಗೊತ್ತ್ ಹಾಯ್, ತುಜ್ಯಾ ವರ್ತಿ ವಿಶ್ವಾಸ್ ಥವಲ್ಲ್ಯಾ ಲೊಕಾಕ್ನಿ ಹುಡ್ಕುನ್ ಕಾಡುನ್ ಬಂಧಿಖಾನ್ಯಾತ್ ಘಾಲುಕ್ ಮಿಯಾ ಸಗ್ಳ್ಯಾ ಸಿನಾಗೊತ್ನಿಬಿ ಜಾವ್ನ್ ಯೆಲಾ.