Acts 22:2 — Compare Translations

7 translations compared side by side

Odia - 1840
"ସମାନେେ ପାଉଲଙ୍କୁ ଯିହୂଦୀ ଭାଷା ରେ କହିବାର ଶୁଣି ଆହୁରି ଅଧିକ ଶାନ୍ତ ହାଇଗେଲେ। ତା'ପରେ ପାଉଲ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କ ନିକଟରେ ଏବ୍ରୀ ଭାଷାରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ସହିତ ସେ ହ୍ରିବୁ ଭାଷାରେ କଥା କହିବା ଶୁଣି ସେମାନେ ଆହୁରି ନୀରବ ହେଲେ ଓ ପାଉଲ କହିବାକୁ ଲାଗିଲେ:
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପାଉଲଙ୍କୁ ଯିହୂଦୀ ଭାଷାରେ କହିବାର ଶୁଣି ଆହୁରି ଅଧିକ ଶାନ୍ତ ହୋଇଗଲେ। ତା’ପରେ ପାଉଲ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಹಿಬ್ರು ಬಾಶೆತ್ ಬೊಲ್ತೆಲ್ಲೆ ಆಯ್ಕುನ್ ಜುದೆವಾಂಚಿ ಲೊಕಾ ಅನಿ ಉಲ್ಲಿ ಶಾಂತ್ ಹೊಲಿ.