Acts 22:20 — Compare Translations
7 translations compared side by side
Odia - 1840
"ତୁମ୍ଭର ସାକ୍ଷୀ ସ୍ତିଫାନଙ୍କ ରକ୍ତ ବହିଯାଉଥିବା ସମୟରେ ମୁଁ ସଠାେରେ ଠିଆ ହାଇେ ସହେି କାର୍ୟ୍ଯକୁ ସମର୍ଥନ କରୁଥିଲି। ମୁଁ ତାହାଙ୍କୁ ହତ୍ଯା କରୁଥିବା ଲୋକମାନଙ୍କର ଲୁଗାପଟାକୁ ଜଗିଥିଲି, ଏସବୁ କଥା ସମାନେେ ଜାଣନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେବେଳେ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଯେତେବେଳେ ଆପଣଙ୍କର ସାକ୍ଷୀ ସ୍ତିଫାନଙ୍କୁ ହତ୍ୟା କରାଗଲା, ମୁଁ ନିଜେ ସେଠାରେ ଥିଲି; ତାଙ୍କୁ ପ୍ରାଣରେ ମାରିଦେବା ପାଇଁ ମୋର ସମ୍ମତି ଜଣାଇଥିଲି ଓ ତାଙ୍କର ହତ୍ୟାକାରୀମାନଙ୍କର ଉତ୍ତରୀୟ ବସ୍ତ୍ରଗୁଡ଼ିକୁ ଜଗି ରହିଥିଲି।’
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସାକ୍ଷୀ ସ୍ତିଫାନଙ୍କ ରକ୍ତ ବହିଯାଉଥିବା ସମୟରେ ମୁଁ ସେଠାରେ ଠିଆ ହୋଇ ସେହି କାର୍ଯ୍ୟକୁ ସମର୍ଥନ କରୁଥିଲି। ମୁଁ ତାହାଙ୍କୁ ହତ୍ୟା କରୁଥିବା ଲୋକମାନଙ୍କର ଲୁଗାପଟାକୁ ଜଗିଥିଲି, ଏସବୁ କଥା ସେମାନେ ଜାଣନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।
Odia IRV 2017 (ଓଡିଆ ବାଇବେଲ)
ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜಿ ಸಾಕ್ಷಿ ಹೊಲ್ಲ್ಯಾ ಸ್ತೆಫನ್ ಮನ್ತಲ್ಯಾಕ್ ಜಿವಾನಿ ಮಾರ್ತಾನಾ ಮಿಯಾ ಥೈ ಹೊತ್ತೆ ಬಿ ಲೊಕಾಕ್ನಿ ಗೊತ್ತ್ ಹೊತ್ತೆ, ಸ್ತೆಫನ್ ಮನ್ತಲ್ಯಾಕ್ ಜಿವಾನಿ ಮಾರುಕ್ ತೆನಿ ನಿರ್ಧಾರ್ ಕರಲ್ಲ್ಯಾ ತನ್ನಾ ಮಿಯಾ ತೆಕಾ ಒಪ್ಗಿ ದಿವ್ನ್ ಥೈ ಇಬೆ ಹೊತ್ತೊ, ಅನಿ ತೆಕಾ ಜಿವಾನಿ ಮಾರ್ತಲ್ಲ್ಯಾಂಚೆ ಝಗೆಬಿ ಮಿಯಾ ಧರುನ್ ಘೆವ್ನ್ ಇಬೆ ಹೊತ್ತೊ ಮಟ್ಲ್ಯಾನ್.