Acts 22:21 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ରଭୁ ମାେତେ କହିଲେ, 'ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ବିଜାତିମାନଙ୍କ ନିକଟକୁ ପ୍ରେରଣ କରିବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ମୋତେ କହିଲେ, ‘ଯାଅ, ମୁଁ ତୁମକୁ ବହୁତ ଦୂରକୁ ଅଣଇହୁଦୀମାନଙ୍କ ନିକଟକୁ ପଠାଇବି’।”
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಧನಿಯಾನ್ ಮಾಕಾ “ ಜಾ ಲೈ ಧುರ್ ಹೊತ್ತ್ಯಾ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಲೊಕಾಂಚ್ಯಾ ಜಗ್ಗೊಳ್ ಮಿಯಾ ತುಕಾ ಧಾಡ್ತಾ ಮನುನ್ ಸಾಂಗ್ಲ್ಯಾನ್”.