Acts 22:28 — Compare Translations

7 translations compared side by side

Odia - 1840
"ସନୋଧ୍ଯକ୍ଷ କହିଲେ, ମୁଁ ଜଣେ ରୋମୀୟ ନାଗରିକ ହବୋପାଇଁ ପ୍ରଚୁ଼ର ଟଙ୍କା ଦଇେଥିଲି।।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସହସ୍ରସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେନାପତି କହିଲେ, “ଅନେକ ଟଙ୍କା ବିନିମୟରେ ମୁଁ ଜଣେ ରୋମୀୟ ନାଗରିକ ହୋଇଛି।” ପାଉଲ ଉତ୍ତର ଦେଲେ, “କିନ୍ତୁ ମୁଁ ଜନ୍ମରୁ ରୋମୀୟ।”
Odia Bible ERV 2004 (ପବିତ୍ର ବାଇବଲ)
ସେନାଧ୍ୟକ୍ଷ କହିଲେ, “ମୁଁ ଜଣେ ରୋମୀୟ ନାଗରିକ ହେବା ପାଇଁ ପ୍ରଚୁର ଟଙ୍କା ଦେଇଥିଲି।।” ପାଉଲ କହିଲେ, “କିନ୍ତୁ ମୁଁ ଜଣେ ରୋମୀୟ ନାଗରିକ ଭାବେ ଜନ୍ମ ନେଇଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସହସ୍ର ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾಚ್ಯಾ ಮುಂಖಡಾನ್, ಮಿಯಾ ರೊಮ್ ಶಾರಾಚೊ ಮಾನುಸ್ ಹೊವ್ಕ್ ಲೈ ಪೈಸೆ ದಿಲಾ ಮನುನ್ ಸಾಂಗ್ಲ್ಯಾನ್ ಖರೆ ಪಾವ್ಲುನ್, ಮಿಯಾ ಜಲ್ಮಿಚ್ ರೊಮಾಚೊ ಮಾನುಸ್ ಮಟ್ಲ್ಯಾನ್.