Acts 22:3 — Compare Translations

7 translations compared side by side

Odia - 1840
"ମୁଁ ଜଣେ ଯିହୂଦୀୟ ଲୋକ। ମାରେ ଜନ୍ମ କିଲିକିଆ ଦେଶର ତାର୍ଷ ନଗର ରେ। କିନ୍ତୁ ଏହି ନଗର ରେ ମାରେ ଲାଳନପାଳନ ହାଇେଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟ ରେ ଗୁରୁ ଗମଲୀଯଲଙ୍କେ ପାଖରୁ ବହୁତ ଯତ୍ନ ସହକା ରେ ତାଲିମ ପାଇଛି। ତୁମ୍ଭମାନଙ୍କେ ପରି, ମୁଁ ମଧ୍ଯ ପରମେଶ୍ବରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ମୁଁ ଏହି ନଗରରେ ଲାଳିତପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ଆପଣମାନେ ସମସ୍ତେ ଆଜି ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ଵରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ଜଣେ ଇହୁଦୀ, ସିଲିଷୀଆର ତାର୍ଷିସରେ ମୋର ଜନ୍ମ, କିନ୍ତୁ ମୁଁ ଯିରୂଶାଲମରେ ଲାଳିତ ପାଳିତ ହୋଇଥିଲି ଓ ଗମଲିଏଲଙ୍କ ଜଣେ ଛାତ୍ର ଥିଲି। ଆମ ପୂର୍ବପୁରୁଷମାନଙ୍କ ବ୍ୟବସ୍ଥା ମୁଁ ଯଥାର୍ଥ ଭାବରେ ଶିକ୍ଷା କରିଥିଲି ଓ ଆପଣମାନଙ୍କ ପରି ଈଶ୍ୱରଙ୍କ ପାଇଁ ଉଦ୍ଯୋଗୀ ଥିଲି।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଜଣେ ଯିହୂଦୀୟ ଲୋକ। ମୋର ଜନ୍ମ କିଲିକିଆ ଦେଶର ତାର୍ଷ ନଗରରେ। କିନ୍ତୁ ଏହି ନଗରରେ ମୋର ଲାଳନପାଳନ ହୋଇଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟରେ ଗୁରୁ ଗମଲୀୟେଲଙ୍କ ପାଖରୁ ବହୁତ ଯତ୍ନ ସହକାରେ ତାଲିମ ପାଇଛି। ତୁମ୍ଭେମାନଙ୍କ ପରି, ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିୟାର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‌ଯୋଗୀ ଅଟନ୍ତି, ଈଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಾವ್ಲು ಅಶೆ ಸಾಂಗ್ಲ್ಯಾನ್: ಮಿಯಾ ಜುದೆವಾಂಚೊ, ಮಿಯಾ ಉಪಾಜಲ್ಲೆ ಸಿಲಿಸಿ ದೆಶಾಚ್ಯಾ ತಾರ್ಸಿಸ್ ಮನ್ತಲ್ಯಾ ಶಾರಾತ್, ಹೊಲ್ಯಾರ್, ಮಿಯಾ ಮೊಟೊ ಹೊಲ್ಲೊ ಜೆರುಜಲೆಮಾತ್. ಮಿಯಾ ಗಮಲಿಯಲಾಚ್ಯಾ ಹಾತಿತ್ ಶಿಕಲ್ಲೊ ಪೊರ್, ಅಮ್ಚ್ಯಾಪುರ್ವಜ್ಯಾಂಚ್ಯಾ ಖಾಯ್ದ್ಯಾಚ್ಯಾ ಪುಸ್ತಕಾಂಚ್ಯಾ ವಿಶಯಾತ್ ಹರ್ ಎಕ್ಬಿ ಮಾಕಾ ಬರೆ ಕರುನ್ ಶಿಕಾಪ್ ಕರ್‍ಲಾ, ಆಜ್ ಹಿತ್ತೆ ಹೊತ್ತ್ಯಾ ತುಮ್ಚ್ಯಾ ಸಾರ್ಕೆ ಮಿಯಾ ದೆವಾಚ್ಯಾ ಸೆವಾಚ್ಯಾ ವಿಶಯಾತ್ ಲೈ ಅಭಿಮಾನ್ ಥವಲ್ಲೊ ಹೊತ್ತೊ.