Acts 22:4 — Compare Translations

7 translations compared side by side

Odia - 1840
"ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀ ଲୋକମାନଙ୍କୁ ବନ୍ଦୀ କରି କାରାଗାର ରେ ରଖିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଏହି ମାର୍ଗ ଅନୁସରଣ କରୁଥିବା ଲୋକମାନଙ୍କ ଉପରେ ଅତ୍ୟାଚାର କରି ସେମାନଙ୍କୁ ପ୍ରାଣରେ ମାରି ଦେଉଥିଲି। ସ୍ତ୍ରୀ ପୁରୁଷ ସମସ୍ତଙ୍କୁ ବନ୍ଦୀ କରି କାରାଗାରରେ ନିକ୍ଷେପ କରୁଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ವಾಟೆನ್ ಕೊನ್ ಜಾತಾತ್ ತೆಂಕಾ ಮಿಯಾ ತರಾಸ್ ದಿಲಾ ಮಾಜ್ಯಾ ವೈನಾ ತೆಂಚ್ಯಾತ್ ಉಲ್ಲ್ಯಾಲೊಕಾಕ್ನಿ ಮರಿ ಪಾತರ್ ತರಾಸ್ ದಿಲೊ, ಅನಿ ಘವ್ಮಾನ್ಸಾಕ್ನಿ ಅನಿ ಬಾಯ್ಕೊಮಾನ್ಸಾಕ್ನಿ ಭಾಂದುನ್ ಬಂದಿಖಾನ್ಯಾತ್ ಘಾಲುಕ್ ಲಾವ್ಲೊ.