Acts 22:6 — Compare Translations

7 translations compared side by side

Odia - 1840
"ମୁଁ ଦମ୍ମସକରେ ନିକଟବର୍ତ୍ତୀ ହେଲା ବେଳେ ହଠାତ୍ ଗୋଟଏ ଘଟଣା ଘଟିଲା। ଦମ୍ମସକରେେ ପହଞ୍ଚିବା ବେଳେ ପ୍ରାୟ ଦ୍ବିପହର ହାଇେଥିଲା। ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଉଜ୍ଜ୍ବଳ ଆଲୋକ ମାେ ଚ଼ାରିପାଖ ରେ ପ୍ରକାଶିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯାଉ ଯାଉ ଦାମାସ୍କସ୍ର ନିକଟବର୍ତ୍ତୀ ହୁଅନ୍ତେ, ପ୍ରାୟ ମଧ୍ୟାହ୍ନ ସମୟରେ ଅକସ୍ମାତ୍ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ଯାତ୍ରା କରି ଯେତେବେଳେ ଦାମାସ୍କସ୍ର ନିକଟବର୍ତ୍ତୀ ହେଉଥିଲି, ପ୍ରାୟ ମଧ୍ୟାହ୍ନ ସମୟରେ ଆକାଶରୁ ଏକ ଉଜ୍ଜ୍ୱଳ ଆଲୋକ ହଠାତ୍ ମୋର ଚତୁର୍ଦ୍ଦିଗରେ ଉଦ୍ଭାସିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ନିଜ ମନ ପରିବର୍ତ୍ତନ ବିଷୟରେ କହିଲେ “ମୁଁ ଦମ୍ମେସକର ନିକଟବର୍ତ୍ତୀ ହେଲାବେଳେ ହଠାତ୍ ଗୋଟିଏ ଘଟଣା ଘଟିଲା। ଦମ୍ମେସକରେ ପହଞ୍ଚିବା ବେଳେ ପ୍ରାୟ ଦ୍ୱିପ୍ରହର ହୋଇଥିଲା। ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଉଜ୍ଜ୍ୱଳ ଆଲୋକ ମୋ’ ଗ୍ଭରିପାଖରେ ପ୍ରକାଶିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಪ್ರಯಾನ್ ಕರುನ್ಗೆತ್ ದಮಸ್ಕಾಚ್ಯಾ ಶಾರಾಚ್ಯಾ ಜಗ್ಗೊಳ್ ಯೆಲ್ಲ್ಯಾ ತನ್ನಾ ಸುಮಾರ್ ದೊಪಾರ್ ಹೊಲ್ಲಿ ಹೊತ್ತಿ, ತನ್ನಾ ಯೆಗ್ದಾಚ್ ಹೊಳ್ವತಲ್ಲೊ ಎಕ್ ಉಜ್ವೊಡ್ ಮಾಜ್ಯಾ ಬೊತ್ಯಾನ್ ಹೊಳ್ವಲ್ಲೊ.