Acts 23:1 — Compare Translations
7 translations compared side by side
Odia - 1840
"ପାଉଲ ଏକ ଲୟ ରେ ସହାସଭାକୁ ଚ଼ାହିଁ କହିଲେ, ହେ ମାରେ ଭାଇମାନେ! ମୁଁ ଆଜି ପର୍ୟ୍ଯନ୍ତ ଉତ୍ତମ ବିବକେ ଅନୁସାରେ କର୍ମ କରି ପରମେଶ୍ବରଙ୍କ ସମ୍ମୁଖ ରେ ଜୀବନ ଅତିବାହିତ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭ୍ରାତୃବୃନ୍ଦ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ଵରଙ୍କ ସାକ୍ଷାତରେ ଆଚାରବ୍ୟବହାର କରି ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ମହାସଭା ଆଡ଼କୁ ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ! ଆଜି ପର୍ଯ୍ୟନ୍ତ ଈଶ୍ୱରଙ୍କ ସମ୍ମୁଖରେ ମୁଁ କି ପ୍ରକାର ଜୀବନ କାଟିଛି, ସେ ବିଷୟରେ ମୋର ବିବେକ ସଂପୂର୍ଣ୍ଣ ନିର୍ମଳ।”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಾವ್ಲುನ್ ಜುದೆವಾಂಚ್ಯಾ ಝಡ್ತಿ ಕರ್ತಲ್ಯಾ ತಾಂಡ್ಯಾಕುಚ್ ಬಗುನ್, “ಮಾಜ್ಯಾ ಭಾವಾನು ಮಿಯಾ ಆಜ್ ಪತರ್ ದೆವಾಚ್ಯಾ ಫಿಡೆ ಬರ್ಯಾ ಮಾನಾನ್ ಚಲುನ್ಗೆತ್ ಯೆಲಾ” ಮನುನ್ ಸಾಂಗ್ಲ್ಯಾನ್.