Acts 23:10 — Compare Translations
7 translations compared side by side
Odia - 1840
"ଧୀ ରଧେୀ ରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହାଇେଉଠିଲା। ସନୋଧ୍ଯକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସମାନଙ୍କେ ନିକଟରୁ ନଇେଆସି ସୈନ୍ଯ ନିବାସ ଭିତରୁ ନଇେ ୟିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ଵାରା ଖଣ୍ତବିଖଣ୍ତ ହୁଅନ୍ତି, ଏହି ଭୟରେ ସହସ୍ରସେନାପତି ସେମାନଙ୍କ ମଧ୍ୟରୁ ତାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ଘେନି ଆସିବା ନିମନ୍ତେ ସୈନ୍ୟମାନଙ୍କୁ ଯିବାକୁ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁକ୍ତିତର୍କ ଏନେ ଭୀଷଣ ଆକାର ଧାରଣ କଲା ଯେ, ଜନତା ପାଉଲଙ୍କୁ କାଟି ଖଣ୍ଡ ଖଣ୍ଡ କରି ଦେବେ ବୋଲି ସୈନ୍ୟାଧ୍ୟକ୍ଷଙ୍କର ଆଶଙ୍କା ହେଲା। ତେଣୁ ସେ ଗଣ୍ଡଗୋଳକାରୀମାନଙ୍କ ଭିତରୁ ପାଉଲଙ୍କୁ ଉଦ୍ଧାର କରି ତାଙ୍କୁ ଦୁର୍ଗ ମଧ୍ୟକୁ ନେଇଯିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ । ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର-ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬೊಲ್ನೆ ಮಾನಾ ಝಗ್ಡೊ ಹೊಲೆ, ಜುದೆವಾಂಚಿ ಲೊಕಾ ಪಾವ್ಲುಕ್ ತೊಡುನ್ ತುಕ್ಡೆ ಕಾಡುನ್ ಟಾಕಿತ್ ಮನ್ತಲ್ಯಾ ಭಿಂಯ್ಯಾನಿ ಸೈನಿಕಾಂಚ್ಯಾ ಅದಿಕಾರ್ಯಾನ್ ಸೈನಿಕಾಕ್ನಿ “ಖಾಲ್ತಿ ಉತ್ರುನ್ ಜಾವ್ನ್ ಪಾವ್ಲುಕ್ ಹೆಂಚ್ಯಾ ಜಗ್ಗೊಳ್ನಾ ನ್ಹೆವ್ನ್ ಸೈನಿಕಾಂಚ್ಯಾ ಕೊಟೆತ್ ಥವಾ” ಮನುನ್ ಹುಕುಮ್ ಕರ್ಲ್ಯಾನ್.