Acts 23:11 — Compare Translations

7 translations compared side by side

Odia - 1840
"ସହେି ରାତି ରେ ପ୍ରଭୁ ପାଉଲଙ୍କ ପାଖ ରେ ଠିଆ ହାଇେ କହିଲେ, ସାହସୀ ହୁଅ। ତୁମ୍ଭେ ମାେ ବିଷୟ ରେ ୟିରୁଶାଲମ ରେ ଯେପରି ସାକ୍ଷ୍ଯ ଦଇେଛ ଠିକ୍ ସହେିପରି ରୋମ ରେ ମଧ୍ଯ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରରାତ୍ରରେ ପ୍ରଭୁ ତାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ରାତ୍ରିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ଭୟ କର ନାହିଁ! ତୁମେ ଏଠାରେ ଯିରୂଶାଲମରେ ମୋ’ ପାଇଁ ସାକ୍ଷ୍ୟ ଦେଇଛ। ରୋମ୍ରେ ମଧ୍ୟ ତୁମେ ନିଶ୍ଚୟ ସେହିପରି ସାକ୍ଷ୍ୟ ଦେବ।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ସାହସୀ ହୁଅ। ତୁମ୍ଭେ ମୋ’ ବିଷୟରେ ଯିରୁଶାଲମରେ ଯେପରି ସାକ୍ଷ୍ୟ ଦେଇଛ ଠିକ୍ ସେହିପରି ରୋମରେ ମଧ୍ୟ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)
ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಿ ರಾತ್ತಿನಿ ಧನಿಯಾ ಜೆಜು ಪಾವ್ಲುಚ್ಯಾ ಜಗ್ಗೊಳ್ ಯೆವ್ನ್ ಇಬೆ ರಾವ್ನ್ ಭಿಂವ್‍ನಕ್ಕೊ! ತಿಯಾ ಮಾಜ್ಯಾ ವಿಶಯಾತ್ ಜೆರುಜಲೆಮಾತ್ ಸಾಂಗಲ್ಲ್ಯಾ ಸಾರ್ಕೆಚ್ ರೊಮಾತ್ ಬಿ ಜಾವ್ನ್ ಮಾಜಿ ಸಾಕ್ಷಿ ಸಾಂಗುಚೆ ಮಟ್ಲ್ಯಾನ್.