Acts 23:13 — Compare Translations

7 translations compared side by side

Odia - 1840
"ଚ଼ାଳିଶ ଜଣରୁ ଅଧିକ ଯିହୂଦୀ ଏହି ଷଡ଼ୟନ୍ତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ ଚାଳିଶ ଜଣରୁ ଅଧିକ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚାଳିଶ ଜଣରୁ ଅଧିକ ଲୋକ ଏହି ଚକ୍ରାନ୍ତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀ ଏହି ଷଡ଼ଯନ୍ତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಕರಲ್ಲೆ ಚಾಳಿಸಾಕ್ಕಿಂತಾಬಿ ಲೈ ಲೊಕಾ ಹೊತ್ತಿ.