Acts 23:14 — Compare Translations
7 translations compared side by side
Odia - 1840
"ସମାନେେ ମୁଖ୍ଯ ଯାଜକ ଓ ପ୍ରାଚ଼ୀନମାନଙ୍କ ପାଖକୁ ଯାଇ କହିଲେ, ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନକରିବା ପର୍ୟ୍ଯନ୍ତ କହେି ଭୋଜନ ସ୍ପର୍ଶ କରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଆସ୍ଵାଦନ କଲେ ଅଭିଶପ୍ତ ହେବୁ ବୋଲି ଆପଣା ଆପଣାକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯାଇ ମୁଖ୍ୟ ଯାଜକ ଓ ଇହୁଦୀ ନେତାମାନଙ୍କୁ କହିଲେ, “ପାଉଲଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ କିଛି ଭୋଜନ ନ କରିବା ପାଇଁ ଆମ୍ଭେମାନେ ଏକ ଦୃଢ଼ ଶପଥ ନେଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୁଖ୍ୟ ଯାଜକ ଓ ପ୍ରାଚୀନମାନଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କେହି ଭୋଜନ ସ୍ପର୍ଶ କରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟೊ ಯಾಜಕ್ ಅನಿ ಜಾಂಟ್ಯಾ ಲೊಕಾಂಚ್ಯಾಕ್ಡೆ ಜಾವ್ನ್ ಪಾವ್ಲುಕ್ ಜಿವ್ ಕಾಡಿ ಪತರ್ ಅಮಿ ಕಾಯ್ ಬಿ ಖಾಯ್ನಾಂವ್ ಅನಿ ಫಿಯ್ನಾವ್ ಮನುನ್ ಆನ್ ಕರ್ಲಾತ್ ಮನುನ್ ಸಾಂಗಲ್ಲ್ಯಾನಿ.