Acts 23:15 — Compare Translations

7 translations compared side by side

Odia - 1840
"ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସନୋଧ୍ଯକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦବେ। ତୁମ୍ଭେ ସନୋଧ୍ଯକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଚ଼ାହଁ, କାରଣ ତୁମ୍ଭର ତାହାଙ୍କୁ ଅନକେ ପ୍ରଶ୍ନ ପଚ଼ାରିବାର ଅଛି। ଆମ୍ଭେ ତାହାଙ୍କୁ ଏଠା ରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ଯା କରିବା ପାଇଁ ପ୍ରସ୍ତୁତ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ରସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତାଙ୍କ ବିଷୟରେ ଅଧିକ ସଠିକ୍ ତଥ୍ୟ ଜାଣିବାର ଆଳ ଦେଖାଇ ମହାସଭା ସମ୍ମୁଖରେ ଓ ଆପଣମାନଙ୍କ ନିକଟରେ ପାଉଲଙ୍କୁ ଆଉ ଥରେ ଉପସ୍ଥିତ କରାଇବା ପାଇଁ ରୋମୀୟ ସେନାଧ୍ୟକ୍ଷଙ୍କୁ ନିବେଦନ କରନ୍ତୁ। କିନ୍ତୁ ସେ ଏଠାକୁ ଆସିବା ପୂର୍ବରୁ ବାଟରେ ଆମେ ତାଙ୍କୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ରହିବୁ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର ସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಅತ್ತಾ ತುಮಿ ಕಾಯ್ ಕರುಚೆ ಮಟ್ಲ್ಯಾರ್, ಸೈನಿಕಾಚ್ಯಾ ಅಧಿಕಾರಿಕ್ ಅನಿ ಸಗ್ಳ್ಯಾ ಜುದೆವಾಂಚ್ಯಾ ಮುಖಂಡಾಕ್ನಿ ಎಕ್ ಖಬರ್ ಧಾಡುನ್ ದಿವಾ, ಪಾವ್ಲುಕ್ ಅನಿಬಿ ಲೈ ಪ್ರಶ್ನಿಯಾ ಇಚಾರುಕ್ ಪಾಜೆ ಮನುನ್ ಅಮ್ಚ್ಯಾ ಜಗ್ಗೊಳ್ ಬಲ್ವುನ್ ಹಾನುಕ್ ರೊಮಾತ್ಲ್ಯಾ ಅಧಿಕಾರಿಕ್ ಸಾಂಗಾ, ಪಾವ್ಲು ಹಿತ್ತೆ ಯೆತಾನಾಚ್ ಅಮಿ ವಾಟೆಕ್ ರಾಕುನ್ಗೆತ್ ರಾವ್ನ್ ತೆಕಾ ಜಿವ್ ಕಾಡ್ತಾಂವ್ ಮನುನ್ ಸಾಂಗ್ಲ್ಯಾನಿ.