Acts 23:16 — Compare Translations

7 translations compared side by side

Odia - 1840
"ପାଉଲଙ୍କର ଭଣଜା ଏ ଷଡ଼ୟନ୍ତ୍ର ବିଷୟ ରେ ଶୁଣିଲେ। ସେ ସନୋମାନଙ୍କ ସୈନ୍ଯନିବାସକୁ ଯାଇ ପାଉଲଙ୍କୁ ଏ ବିଷୟ ରେ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣି ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପାଉଲଙ୍କ ଭଣଜା ଏହି ଚକ୍ରାନ୍ତ କଥା ଶୁଣି, ଦୁର୍ଗ ଭିତରକୁ ଯାଇ ପାଉଲଙ୍କୁ ଏହା ଜଣାଇଲା।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣିଲେ ଏବଂ ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣି ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹಿ ಯೆವ್ಚನ್ ಪಾವ್ಲುಚ್ಯಾ ಭೆನಿಚ್ಯಾ ಲೆಕಾಕ್ ಗೊತ್ತ್ ಹೊಲಿ, ತೆನಿ ಸೈನಿಕಾಂಚ್ಯಾ ಕೊಟೆತ್ ಜಾವ್ನ್ ಹೆ ಸಗ್ಳೆ ಪಾವ್ಲುಕ್ ಸಾಂಗ್ಲ್ಯಾನ್.