Acts 23:17 — Compare Translations
7 translations compared side by side
Odia - 1840
"ତା'ପରେ ପାଉଲ ଜଣେ ସନୋ ଅଧିକାରୀଙ୍କୁ ଡ଼ାକି କହିଲେ, ଏହି ୟୁବକକୁ ସନୋଧ୍ଯକ୍ଷଙ୍କ ନିକଟକୁ ନଇଯାେଅ। ତା'ର ତାହାଙ୍କୁ କିଛି କହିବାର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ ଜଣେ ଶତସେନାପତିଙ୍କୁ ଡାକି କହିଲେ, ଏହି ଯୁବାକୁ ସହସ୍ରସେନାପତିଙ୍କ ନିକଟକୁ ଘେନିଯାଉନ୍ତୁ, କାରଣ ତାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ରୋମୀୟ କର୍ମଚାରୀମାନଙ୍କ ମଧ୍ୟରୁ ଜଣକୁ ଡକାଇ କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ପାଖକୁ ନେଇ ଯାଆନ୍ତୁ, ତାଙ୍କୁ ତାହାର କିଛି କହିବାର ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା’ର ତାହାଙ୍କୁ କିଛି କହିବାର ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପାଉଲ ଜଣେ ଶତ-ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପାଉଲ ଜଣେ ଶତ ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಾವ್ಲುನ್ ಅಧಿಕಾರಿತ್ನಿ ಎಕ್ಲ್ಯಾಕ್ ಬಲ್ವುನ್, ಹ್ಯಾ ದಾಂಡ್ಗ್ಯಾ ಮಾನ್ಸಾಕ್ ಸೈನಿಕಾಂಚ್ಯಾ ಅಧಿಕಾರಿಕ್ಡೆ ಬಲ್ವುನ್ ಘೆವ್ನ್ ಜಾ, ಹ್ಯೊ ತೆಂಕಾ ಎಕ್ ಖಬರ್ ಸಾಂಗ್ನಾರ್ ಹಾಯ್ ಮನುನ್ ಸಾಂಗ್ಲ್ಯಾನ್.