Acts 23:18 — Compare Translations

7 translations compared side by side

Odia - 1840
"ତେଣୁ ସନୋ ଅଧିକାରୀ ତାହାକୁ ସନୋଧ୍ଯକ୍ଷଙ୍କ ନକଟକୁ ନଇଗେଲା ଓ କହିଲା, ବନ୍ଦୀ ପାଉଲ ଏ ୟୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଚ଼ା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ତାକୁ ସହସ୍ରସେନାପତିଙ୍କ ନିକଟକୁ ଘେନିଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ଘେନିଆସିବା ନିମନ୍ତେ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କର୍ମଚାରୀ ତାକୁ ସେନାଧ୍ୟକ୍ଷଙ୍କ ପାଖକୁ ନେଇ କହିଲେ, “ବନ୍ଦୀ ପାଉଲ ମୋତେ ଡାକି ଏହି ଯୁବକକୁ ଆପଣଙ୍କ ନିକଟକୁ ଆଣିବା ପାଇଁ କହିଲେ। ଆପଣଙ୍କୁ ତାହାର କିଛି କହିବାର ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ତାହାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ନେଇ ଆସିବା ପାଇଁ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ତାହାଙ୍କୁ ସହସ୍ରସେନାପତିଙ୍କ ନିକଟକୁ ନେଇଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ନେଇ ଆସିବା ପାଇଁ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಅಧಿಕಾರಿನ್ ಪಾವ್ಲುಚ್ಯಾ ಭೆನಿಚ್ಯಾ ಲೆಕಾಕ್ ಸೈನಿಕಾಂಚ್ಯಾ ಅಧಿಕಾರಿಕ್ಡೆ ನ್ಹೆಲ್ಯಾನ್. ಅನಿ ಹ್ಯಾ ದಾಂಡ್ಗ್ಯಾ ಮಾನ್ಸಾಕ್ ತುಜ್ಯಾಕ್ಡೆ ಬಲ್ವುನ್ ನ್ಹೆ ಮನುನ್ ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ಪಾವ್ಲುನ್ ತುಕಾ ಎಕ್ ಖಬರ್ ಧಾಡುನ್ ದಿಲಾ ಮಟ್ಲ್ಯಾನ್.