Acts 23:19 — Compare Translations
7 translations compared side by side
Odia - 1840
"ସନୋଧ୍ଯକ୍ଷ ୟୁବକର ହାତ ଧରି ନିରୋଳା ସ୍ଥାନକୁ ନଇେ ପଚ଼ାରିଲେ, ତୁମ୍ଭେ ମାେତେ କଣ କହିବାକୁ ଚ଼ାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସହସ୍ରସେନାପତି ତାʼର ହାତ ଧରି ତାକୁ ନିର୍ଜନକୁ ଘେନିଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କʼଣ ଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ସେନାଧ୍ୟକ୍ଷ ତାହାର ହାତ ଧରି ନିଭୃତକୁ ନେଇଗଲେ ଓ ପଚାରିଲେ, “କଅଣ କହିବାର ଅଛି, କୁହ!”
Odia Bible ERV 2004 (ପବିତ୍ର ବାଇବଲ)
ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି?
Odia IRV 2017 (ଓଡିଆ ବାଇବେଲ)
ସହସ୍ର ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କ'ଣ ଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾಂಚ್ಯಾ ಮುಖಂಡಾನ್ ತ್ಯಾ ದಾಂಡ್ಗ್ಯಾ ಮಾನ್ಸಾಕ್ ಹಾತಿಕ್ ಧರುನ್ ಕೊನ್ ನಸಲ್ಯಾ ಜಾಗ್ಯಾಕ್ ಬಲ್ವುನ್ ನ್ಹೆವ್ನ್, ತಿಯಾ ಕಾಯ್ ಸಾಂಗಚೆ ಮನುನ್ ಹಾಸ್ ಮನುನ್ ಇಚಾರ್ಲ್ಯಾನ್.