Acts 23:20 — Compare Translations

7 translations compared side by side

Odia - 1840
"ସେ କହିଲା, ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଚ଼ାରିବାର ବାହାନା ରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ଯ ରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୁଦୀମାନେ ତାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁବକ କହିଲା, “ଇହୁଦୀ କର୍ତ୍ତୃପକ୍ଷମାନେ ସଂକଳ୍ପ କରିଛନ୍ତି ଯେ, ମହାସଭା ପାଉଲଙ୍କ ବିଷୟରେ ଅଧିକ ସଠିକ୍ ତଥ୍ୟ ଜାଣିବାକୁ ଇଚ୍ଛା କରୁଛନ୍ତି ବୋଲି ଛଳନା କରି ତାଙ୍କୁ ମହାସଭାକୁ ନେଇଯିବା ପାଇଁ ଆପଣଙ୍କୁ ଅନୁରୋଧ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲା, “ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଗ୍ଭରିବାର ବାହାନାରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ୟରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୁଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୂଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದಾಂಡ್ಗ್ಯಾ ಮಾನ್ಸಾನ್ ಅನಿ ಲೈ ಪ್ರಶ್ನಿಯಾ ಇಚಾರುಕ್ ಪಾಜೆ ಮನುನ್ ಪಾವ್ಲುಕ್ ಉದ್ದ್ಯಾಚ್ಯಾ ಝಡ್ತಿ ಕರ್‍ತಲ್ಯಾ ಬೈಟಕಿಕ್ ಬಲ್ವುನ್ ಹಾನುಕ್ ತುಜ್ಯಾಕ್ಡೆ ಮಾಗುನ್ ಘೆವ್ಕ್ ಮನುನ್ ನಿರ್ಧಾರ್ ಕರ್ಲಾತ್.