Acts 23:21 — Compare Translations
7 translations compared side by side
Odia - 1840
"କିନ୍ତୁ ଆପଣ ସମାନଙ୍କେ କଥା ବିଶ୍ବାସ କରିବେ ନାହିଁ। ଚ଼ାଳିଶ ଜଣରୁ ଅଧିକ ଯିହୂଦୀୟ ଲୁଚ଼ଛନ୍ତି ଏବଂ ପାଉଲଙ୍କୁ ହତ୍ଯା କରିବା ପାଇଁ ଅପେକ୍ଷା କରିଛନ୍ତି। ସମାନେେ ତାହାଙ୍କୁ ନ ମାରିବା ପର୍ୟ୍ଯନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସମାନେେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାଙ୍କୁ ବଧ ନ କରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଆପଣା ଆପଣାକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନଙ୍କ କଥା ଶୁଣନ୍ତୁ ନାହିଁ; କାରଣ ଚାଳିଶ ଜଣରୁ ଅଧିକ ଲୋକ ତାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ଭୋଜନ ପାନ କରିବେ ନାହିଁ ବୋଲି ଶପଥ ନେଇ ଛକି ରହିଛନ୍ତି। ବର୍ତ୍ତମାନ ସେମାନେ ଆପଣଙ୍କ ନିଷ୍ପତ୍ତିକୁ ଅପେକ୍ଷା କରି ପ୍ରସ୍ତୁତ ରହିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆಂಕಾ ವಿಶ್ವಾಸ್ ಕರುನಕ್ಕೊ! ಪಾವ್ಲುಕ್ ಜಿವ್ ಕಾಡುಸಾಟಿ ಚಾಳಿಸಾಕ್ಕಿಂತಾಬಿ ಲೈ ಜುದೆವಾಂಚಿ ಲೊಕಾ ರಾಕುನ್ಗೆತ್ ನಿಪುನ್ ಬಸ್ಲಾತ್ ತೆಕಾ ಜಿವ್ ಕಾಡಿ ಪಾತರ್ ಕಾಯ್ಬಿ ಖಾಯ್ನಾತ್ ಅನಿ ಫಿಯ್ನಾತ್ ಮನುನ್ ಆನ್ ಥವ್ನ್ ತುಜ್ಯಾ ಒಪ್ಗಿಕ್ ವಾಟ್ ರಾಕುನ್ಗೆತ್ ಹಾತ್ ಮನುನ್ ಸಾಂಗ್ಲ್ಯಾನ್.