Acts 23:22 — Compare Translations

7 translations compared side by side

Odia - 1840
"ସନୋଧ୍ଯକ୍ଷ ସହେି ୟୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏକଥା କହିଛି ବୋଲି କାହାକୁ ଯେପରି ନକୁ ହେ, ଓ ଏହା କହି ତାହାଙ୍କୁ ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସହସ୍ରସେନାପତି ସେହି ଯୁବାକୁ ବିଦାୟ ଦେଇ ତାକୁ ଆଜ୍ଞା କଲେ, ତୁମ୍ଭେ ଯେ ଏହିସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମେ ମୋତେ ଏହା ଜଣାଇଛ ବୋଲି କାହାକୁ କହିବ ନାହିଁ।” ସେନାଧ୍ୟକ୍ଷ ଏହା କହି ଯୁବକକୁ ବିଦାୟ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେନାଧ୍ୟକ୍ଷ ସେହି ଯୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏ କଥା କହିଛି ବୋଲି କାହାକୁ ଯେପରି ନ କୁହେ, “ଓ ଏହା କହି ତାହାଙ୍କୁ ପଠାଇଦେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସହସ୍ର ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಸೈನಿಕಾಂಚ್ಯಾ ಮುಖಂಡಾನ್, “ತಿಯಾ ಮಾಕಾ ಸಾಂಗಲ್ಲ್ಯಾ ಯೆವ್ಜನಿಚ್ಯಾ ವಿಶಯಾತ್ ಕೊನಾಕ್ಬಿ ಸಾಂಗುನಕ್ಕೊ” ಮನುನ್ ಸಾಂಗುನ್ ತ್ಯಾ ದಾಂಡ್ಗ್ಯಾ ಮಾನ್ಸಾಕ್ ಧಾಡುನ್ ದಿಲ್ಲ್ಯಾನ್.