Acts 23:24 — Compare Translations

7 translations compared side by side

Odia - 1840
"ନିରାପଦ ରେ ୟିବା ପାଇଁ କେତକେ ଘାଡ଼ୋକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ଯପାଳ ଫଲେୀକ୍ସଙ୍କ ପାଖ ରେ ଉପସ୍ଥିତ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଯେପରି ପାଉଲଙ୍କୁ ବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସଙ୍କ ନିକଟକୁ ନିରାପଦରେ ଘେନିଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲଙ୍କ ଯାତ୍ରା ନିମନ୍ତେ କେତେକ ଅଶ୍ୱ ଦିଅ ଓ ନିରାପଦରେ ତାଙ୍କୁ ରାଜ୍ୟପାଳ ଫେଲିକ୍ସ୍ଙ୍କ ନିକଟକୁ ନେଇଯାଅ।”
Odia Bible ERV 2004 (ପବିତ୍ର ବାଇବଲ)
ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀ‌କ୍‌ସଙ୍କ ପାଖରେ ଉପସ୍ଥିତ କରାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଯେପରି ପାଉଲଙ୍କୁ ଅଶ୍ବବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଯେପରି ପାଉଲଙ୍କୁ ବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ರಾಜ್ಯ್ ಪಾಲ್ ಫೆಲಿಕ್ಸಾಚ್ಯಾ ಜಗ್ಗೊಳ್ ಪಾವ್ಲುಕ್ ಕಾಯ್ ತರಾಸ್ ನಸ್ತಾನಾ ಬಲ್ವುನ್ ನೆವ್ಕ್ ಪಾಜೆ”, ತಸೆ ಹೊವ್ನ್ ತೆಚ್ಯಾ ಪ್ರಯಾನಾಕ್ ಉಲ್ಲೆ ಘೊಡೆ ತಯಾರ್ ಕರುನ್ ಘೆ, ಮನುನ್ ಸಾಂಗ್ಲ್ಯಾನ್.