Acts 23:27 — Compare Translations
7 translations compared side by side
Odia - 1840
"ଯୀହୂଦୀମାନେ ଏହି ଲୋକକୁ ଧରି ନଇେ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳ ରେ ସୈନ୍ଯମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜ୍ଞାତ ହୋଇ ଏହାକୁ ଉଦ୍ଧାର କଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀମାନେ ଏହି ଲୋକଟିକୁ ଧରି ତାକୁ ହତ୍ୟା କରିବାକୁ ଉଦ୍ୟତ ଥିଲେ। ସେ ଜଣେ ରୋମୀୟ ନାଗରିକ ବୋଲି ଅବଗତ ହେବାରୁ ମୁଁ ମୋର ସୈନ୍ୟମାନଙ୍କ ଦ୍ୱାରା ତାକୁ ରକ୍ଷା କଲି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି।
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିଵା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚಿ ಲೊಕಾ ಹ್ಯಾ ಮಾನ್ಸಾಕ್ ದರುನ್ ಜಿವ್ ಕಾಡ್ನಾರ್ ಹೊತ್ತಿ, ಖರೆ ಹೊ ಜುದೆವಾಂಚೊ ಮಾನುಸ್ ಮನ್ತಲೆ ಮಾಕಾ ಗೊತ್ತ್ ಹೊಲೆ, ತಸೆ ಹೊವ್ನ್ ಮಿಯಾ ಹೆಕಾ ಸೈನಿಕಾಂಚ್ಯಾ ವಾಂಗ್ಡಾ ಜಾವ್ನ್ ರಾಕ್ಲೊ.