Acts 23:28 — Compare Translations
7 translations compared side by side
Odia - 1840
"ମୁଁ ଏହି ଲୋକକୁ ସମାନଙ୍କେର ମହାସଭାକୁ ନଇେ ତାହା ବିରୁଦ୍ଧ ରେ ଥିବା ଅଭିଯୋଗ ଜାଣିବାକୁ ଚ଼ାହୁଁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ଘେନିଗଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ବିରୁଦ୍ଧରେ ସେ କି ଦୋଷ କରିଥିଲା, ଜାଣିବା ପାଇଁ ମୁଁ ତାକୁ ସେମାନଙ୍କ ମହାସଭାକୁ ନେଇଗଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ଲୋକକୁ ସେମାନଙ୍କର ମହାସଭାକୁ ନେଇ ତାହା ବିରୁଦ୍ଧରେ ଥିବା ଅଭିଯୋଗ ଜାଣିବାକୁ ଗ୍ଭହୁଁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି।
Odia IRV 2017 (ଓଡିଆ ବାଇବେଲ)
କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಹೆಚ್ಯಾ ವರ್ತಿ ಘಾಲುಲಾಗಲ್ಯಾ ಚುಕೆಕ್ನಿ ಕಾರನ್ ಕಳ್ವುನ್ ಘೆವ್ಚೆ ಮನುನ್ ಮಿಯಾ ಝಡ್ತಿ ಕರ್ತಲ್ಯಾ ತಾಂಡ್ಯಾಚ್ಯಾ ಇದ್ರಾಕ್ ಹೆಕಾ ಇಬೆ ಕರ್ಲೊ.