Acts 23:29 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସମାନଙ୍କେ ବ୍ଯବସ୍ଥା ସମ୍ବନ୍ଧୀୟ ବିଷୟଗୁଡ଼ିକରେ ଅଭିୟୁକ୍ତ ହାଇେଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଣଦଣ୍ତ ବା ବନ୍ଧନଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ଵନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ମୃତ୍ୟୁଦଣ୍ଡ ବା କାରାଦଣ୍ଡ ଭୋଗ କରିବା ଭଳି କୌଣସି କାର୍ଯ୍ୟ କରି ନାହିଁ ବୋଲି ମୁଁ ଜାଣିପାରିଲି। ତାହା ବିରୁଦ୍ଧରେ ହୋଇଥିବା ଅଭିଯୋଗଗୁଡ଼ିକ ସେମାନଙ୍କର ଧର୍ମ ସଂକ୍ରାନ୍ତୀୟ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିଷୟ ଗୁଡ଼ିକରେ ଅଭିଯୁକ୍ତ ହୋଇଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି।
Odia IRV 2017 (ଓଡିଆ ବାଇବେଲ)
ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಾಕಾ ಥೈ ಕಳುನ್ ಯೆಲ್ಲೆ ಕಾಯ್ ಮಟ್ಲ್ಯಾರ್ ಪಾವ್ಲುನ್ ಬುರ್ಶಿ ಕಾಮಾ ಕರ್‍ಲಾ ಮನುನ್ ತೆನಿ ಸಾಂಗ್ಲ್ಯಾರ್ಬಿ ತೆನಿ ಸಾಂಗುಲಾಗಲೆ ತೆಂಚ್ಯಾ ಖಾಯ್ದ್ಯಾಂಚ್ಯಾ ಪುಸ್ತಕಾಕ್ ಸಮಂದ್ ಪಡಲೆ ಹೊತ್ತೆ, ಅನಿ ಹೆಕಾ ಮರ್ನಾಚ್ಯಾ ಶಿಕ್ಷಾಕ್ ಹೊಂವ್ದಿ, ಬಂಧಿಖಾನ್ಯಾಕ್ ಧಾಡ್ತಲ್ಯಾ ಸಾರ್ಕೆ ಹೊಂವ್ದಿ ಕಾಯ್ಬಿ ಚುಕ್ ನತ್ತಿ.